ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାର ୪ ଆସନ ପାଇଁ ନିର୍ବାଚନ ହେବ। ଫେବୃଆରୀ ୨୬ରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ।
ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ୬ରେ ଯାଞ୍ଚ କରାଯିବ। ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏ ଭୋଟ ଗ୍ରହଣ ହେବ। ଅପରାହ୍ଣ ୫ଟାରେ ହେବ ଭୋଟ ଗଣତି କରାଯିବ। ଓଡ଼ିଶାର ୪ ରାଜ୍ୟସଭା ଏମ୍ପି ମମତା ମହାନ୍ତ, ମୁନା ଖାନ, ସୁଜିତ୍ କୁମାର, ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ସରୁଛି।
Dharitri – Odisha’s No.1 Odia Daily
ଭବାନୀପାଟଣା ସହରରେ ଫୁଟିଲା ଗୁଳି
ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…
ଲାଭ ନେଇଗଲା କଂଗ୍ରେସ
ଭୁବନେଶ୍ୱର,୧୮।୨(ସୁନିତ୍ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…
ଏଇ ଭାରତରେ
ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ…
ରୋଜଗାରିଆ ଝିଅ ଓ ବେକାର ପୁଅ
ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ।…

12 hours ago
1